ଲୂକ ଲିଖିତ ସୁସମାଚାର 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ଵାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା। Viz kapitolaଓଡିଆ ବାଇବେଲ11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)11 ସେଠାରେ ଜଣେ ସ୍ତ୍ରୀ ଲୋକକୁ ଭୂତ ଲାଗି ଥିବାରୁ ସେ ଅଠର ବର୍ଷ ଧରି ଅସୁସ୍ଥ ଥିଲା; ସେ କୁଜା ହୋଇ ରହି ଯାଇଥିଲା ଏବଂ ଆଦୌ ସଳଖ ହୋଇପାରୁ ନ ଥିଲା। Viz kapitolaପବିତ୍ର ବାଇବଲ11 ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା। Viz kapitola |