ଲୂକ ଲିଖିତ ସୁସମାଚାର 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୋ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitolaଓଡିଆ ବାଇବେଲ23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 କେହି ଜଣେ ତାଙ୍କୁ ପଚାରିଲା, “ମହାଶୟ, ଅଳ୍ପ କେତେଜଣ କ’ଣ ପରିତ୍ରାଣ ପାଇବେ?” Viz kapitolaପବିତ୍ର ବାଇବଲ23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?” Viz kapitola |