Online Bible

- Reklamy -




ଲୂକ ଲିଖିତ ସୁସମାଚାର 13:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ବର୍ତ୍ତମାନ ଯେଉଁମାନେ ଶେଷରେ ଅଛନ୍ତି, ସେମାନେ ପ୍ରଥମ ହେବେ ଏବଂ ଯେଉଁମାନେ ପ୍ରଥମରେ ଅଛନ୍ତି, ସେମାନେ ଶେଷରେ ପଡ଼ିଯିବେ।”

Viz kapitola kopírovat

ପବିତ୍ର ବାଇବଲ

30 କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 13:30

Následuj nás:

Reklamy


Reklamy