ଲୂକ ଲିଖିତ ସୁସମାଚାର 13:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ। Viz kapitolaଓଡିଆ ବାଇବେଲ35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)35 ସେଥିପାଇଁ ତୁ ପରିତ୍ୟକ୍ତ ହେବୁ। ମୁଁ ତୋତେ ନିଶ୍ଚିତଭାବେ କହୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ’, ତୁ ଏହି କଥା ଯେ ପର୍ଯ୍ୟନ୍ତ ନ କହିଛୁ, ସେ ପର୍ଯ୍ୟନ୍ତ ତୁ ମୋତେ ଆଉ ଦେଖିବୁ ନାହିଁ।” Viz kapitolaପବିତ୍ର ବାଇବଲ35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’, ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’” Viz kapitola |