ଲୂକ ଲିଖିତ ସୁସମାଚାର 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ, ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। Viz kapitolaଓଡିଆ ବାଇବେଲ1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଥରେ ବିଶ୍ରାମବାରରେ ଯୀଶୁ ଜଣେ ନେତୃସ୍ଥାନୀୟ ଫାରୁଶୀ ଘରକୁ ଭୋଜନ କରିବାକୁ ଗଲେ ଏବଂ ଲୋକମାନେ ଯୀଶୁଙ୍କୁ ନିରୀକ୍ଷଣ କରୁଥିଲେ। Viz kapitolaପବିତ୍ର ବାଇବଲ1 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ। Viz kapitola |