ଲୂକ ଲିଖିତ ସୁସମାଚାର 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ସେ ତାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; Viz kapitolaଓଡିଆ ବାଇବେଲ16 କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)16 ଯୀଶ ତାକୁ କହିଲେ, “ଥରେ ଜଣେ ଲୋକ ବଡ଼ ଭୋଜି ପ୍ରସ୍ତୁତ କରି ବହୁତ ଲୋକଙ୍କୁ ନିମନ୍ତ୍ରଣ କଲା। Viz kapitolaପବିତ୍ର ବାଇବଲ16 ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। Viz kapitola |