ଲୂକ ଲିଖିତ ସୁସମାଚାର 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? Viz kapitolaଓଡିଆ ବାଇବେଲ28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)28 “ଯଦି ତୁମ ମଧ୍ୟରୁ କେହି ଗୋଟିଏ ଅଟ୍ଟାଳିକା ନିର୍ମାଣ କରିବାର ପରିକଳ୍ପନା କରେ, ତେବେ ସେ ପ୍ରଥମେ ବସି ଖର୍ଚ୍ଚ ଅଟ୍ଟକଳ କରେ ଓ ତା’ ପାଖରେ କାର୍ଯ୍ୟ ଶେଷ କରିବା ପାଇଁ ଯଥେଷ୍ଟ ଅର୍ଥ ଅଛି କି ନାହିଁ, ଦେଖେ। Viz kapitolaପବିତ୍ର ବାଇବଲ28 “ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ। Viz kapitola |