ଲୂକ ଲିଖିତ ସୁସମାଚାର 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା। Viz kapitolaଓଡିଆ ବାଇବେଲ13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା । Viz kapitolaପବିତ୍ର ବାଇବଲ (CL) NT (BSI)13 କିଛି ଦିନ ପରେ ସାନ ପୁଅ ତା’ ସମ୍ପତ୍ତିର ଅଂଶ ବିକ୍ରୀ କଲା ଏବଂ ଟଙ୍କା ନେଇ ଘର ଛାଡ଼ି ଦୂର ଦେଶକୁ ଚାଲିଗଲା। ଭ୍ରଷ୍ଟାଚାରୀ ହୋଇ ଟଙ୍କା ଅପବ୍ୟୟ କଲା। Viz kapitolaପବିତ୍ର ବାଇବଲ13 “ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା। Viz kapitola |