ଲୂକ ଲିଖିତ ସୁସମାଚାର 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, Viz kapitolaଓଡିଆ ବାଇବେଲ22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ, Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ବାପା ତାଙ୍କର ଦାସମାନଙ୍କୁ ଡ଼ାକି କହିଲେ, ‘ଶୀଘ୍ର ଯାଅ। ସବୁଠାରୁ ଭଲ ଲୁଗା ଆଣି ତାକୁ ପିନ୍ଧାଅ। ତା’ର ଆଙ୍ଗୁଠିରେ ମୁଦି ଓ ପାଦରେ ଯୋତା ପିନ୍ଧାଅ। Viz kapitolaପବିତ୍ର ବାଇବଲ22 “କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ। Viz kapitola |