ଲୂକ ଲିଖିତ ସୁସମାଚାର 15:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି, Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ତାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶଦ୍ଦ ଶୁଣି, Viz kapitolaଓଡିଆ ବାଇବେଲ25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି, Viz kapitolaପବିତ୍ର ବାଇବଲ (CL) NT (BSI)25 “ସେହି ସମୟରେ ବଡ଼ ପୁଅ କ୍ଷେତରେ ଥିଲା। ସେ ଫେରିବାବେଳେ ତା’ର ଘର ପାଖରେ ପହଞ୍ଚି ନୃତ୍ୟବାଦ୍ୟର ଶବ୍ଦ ଶୁଣି ପାରିଲା। Viz kapitolaପବିତ୍ର ବାଇବଲ25 “ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା। Viz kapitola |