ଲୂକ ଲିଖିତ ସୁସମାଚାର 15:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେଥିରେ ସେ ରାଗିଯାଇ ଭିତରକୁ ଯିବା ପାଇଁ ମଙ୍ଗିଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ28 ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)28 “ବଡ଼ ପୁଅ ଅତିଶୟ ରାଗିଯାଇ ଘର ଭିତରକୁ ଗଲା ନାହିଁ, ବାପା ଆସି ଘର ଭିତରକୁ ଯିବା ପାଇଁ ତାକୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ28 “ଏହା ଶୁଣି ବଡ଼ ପୁଅ ଭୀଷଣ ରାଗିଗଲା। ସେ ଭିତରେ ପ୍ରବେଶ କରିବା ପାଇଁ ଇଚ୍ଛା କଲା ନାହିଁ। ତେଣୁ ତା’ ବାପା ବଡ଼ ପୁଅକୁ ଭିତରକୁ ଡାକିବା ପାଇଁ ବାହାରି ଆସିଲେ। Viz kapitola |