ଲୂକ ଲିଖିତ ସୁସମାଚାର 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯନିରେ ଖୋଜେ ନାହିଁ? Viz kapitolaଓଡିଆ ବାଇବେଲ8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)8 “ମନେକର, ଜଣେ ସ୍ତ୍ରୀ ଲୋକର ଦଶଟି ରୌପ୍ୟ ମୁଦ୍ରା ଅଛି। ସେଥିରୁ ଗୋଟିଏ ହଜିଗଲା। ତେବେ ସେ କ’ଣ କରିବ? ସେ ଦୀପ ଜାଳି ଘର ଓଳାଇବ, ମୁଦ୍ରାଟି ପାଇଲା ପର୍ଯ୍ୟନ୍ତ ଚାରିଆଡ଼େ ଯତ୍ନ ସହକାରେ ଖୋଜିବ। Viz kapitolaପବିତ୍ର ବାଇବଲ8 “ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ। Viz kapitola |