ଲୂକ ଲିଖିତ ସୁସମାଚାର 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ଵସ୍ତ ଅଟେ, ପୁଣି ଯେ ଅତି ଅଳ୍ପ ବିଷୟରେ ଅବିଶ୍ଵସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ଵସ୍ତ। Viz kapitolaଓଡିଆ ବାଇବେଲ10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ । Viz kapitolaପବିତ୍ର ବାଇବଲ (CL) NT (BSI)10 ଯେ ଅଳ୍ପ ବିଷୟରେ ଅବିଶ୍ୱସ୍ତ, ସେ ବହୁତ ବିଷୟରେ ଅବିଶ୍ୱସ୍ତ ହେବ। Viz kapitolaପବିତ୍ର ବାଇବଲ10 ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା Viz kapitola |