ଲୂକ ଲିଖିତ ସୁସମାଚାର 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ଵାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? Viz kapitolaଓଡିଆ ବାଇବେଲ11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ? Viz kapitolaପବିତ୍ର ବାଇବଲ (CL) NT (BSI)11 ଯଦି ତୁମ୍ଭେମାନେ ଜାଗତିକ ଧନର ପରିଚାଳନାରେ ଅବିଶ୍ୱସ୍ତ ହୋଇଛ, ତେବେ ଶାଶ୍ୱତ ଧନ ପାଇଁ ତୁମ୍ଭମାନଙ୍କୁ କିପରି ବିଶ୍ୱାସ କରାଯିବ? Viz kapitolaପବିତ୍ର ବାଇବଲ11 ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ? Viz kapitola |