ଲୂକ ଲିଖିତ ସୁସମାଚାର 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ? Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବେ? Viz kapitolaଓଡିଆ ବାଇବେଲ12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ? Viz kapitolaପବିତ୍ର ବାଇବଲ (CL) NT (BSI)12 ପୁଣି ଯାହା ଅନ୍ୟର, ସେଥିରେ ଯଦି ତୁମେ ବିଶ୍ୱସ୍ତ ହୋଇ ନାହଁ, ତେବେ ଯାହା ତୁମ ନିଜର, ତାହା କିଏ ତୁମ୍ଭମାନଙ୍କୁ ଦେବ? Viz kapitolaପବିତ୍ର ବାଇବଲ12 ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ। Viz kapitola |