ଲୂକ ଲିଖିତ ସୁସମାଚାର 16:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେଥିରେ ସେ ଡାକି କହିଲା, ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ଆପଣା ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ତା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି। Viz kapitolaଓଡିଆ ବାଇବେଲ24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)24 ସେ ଚିକ୍ରାର କରି କହିଲା, ‘ହେ ପିତା ଅବ୍ରାହାମ! ମୋ’ ପ୍ରତି ଦୟା କରନ୍ତୁ; ଲାଜାରକୁ ପଠାନ୍ତୁ, ସେ ତା’ ଅଙ୍ଗୁଳିରେ ଟିକେ ପାଣି ମୋ’ ଜିଭରେ ଦେଇ ଶୀତଳ କରିବ - ଏହି ଅଗ୍ନିରେ ମୁଁ ବଡ଼ କଷ୍ଟ ପାଉଛି।’ Viz kapitolaପବିତ୍ର ବାଇବଲ24 ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’ Viz kapitola |