ଲୂକ ଲିଖିତ ସୁସମାଚାର 17:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 କିମ୍ଵା ଦେଖ, ଏଠାରେ ବା ସେଠାରେ ବୋଲି ଲୋକେ କହିବେ ନାହିଁ; କାରଣ ଦେଖ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେଜଜ ଅଛି। Viz kapitolaଓଡିଆ ବାଇବେଲ21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)21 କେହି କହି ପାରିବେ ନାହିଁ, ‘ଦେଖ, ତାହା ଏଠାରେ ଅଛି, ଅବା ‘ସେଠାରେ ଅଛି।’ ଈଶ୍ୱରଙ୍କ ରାଜ୍ୟର ପ୍ରତିଷ୍ଠା ତୁମ ହୃଦୟରେ ହୁଏ।” Viz kapitolaପବିତ୍ର ବାଇବଲ21 ଲୋକମାନେ କହିବେ ନାହିଁ ଯେ, ‘ହେଇ ଦେଖ, ପରମେଶ୍ୱରଙ୍କ ରାଜ୍ୟ ଏଠାରେ ଅଛି କିମ୍ବା ସେଠାରେ ଅଛି। ନା, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିଜ ଭିତରେ ଅଛି।’” Viz kapitola |