ଲୂକ ଲିଖିତ ସୁସମାଚାର 17:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitolaଓଡିଆ ବାଇବେଲ26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Viz kapitolaପବିତ୍ର ବାଇବଲ (CL) NT (BSI)26 ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ଦିନରେ ସେପରି ଘଟିବ। Viz kapitolaପବିତ୍ର ବାଇବଲ26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। Viz kapitola |