Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।

Viz kapitola kopírovat

ଓଡିଆ ବାଇବେଲ

35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ଦୁଇ ଜଣ ସ୍ତ୍ରୀ ଲୋକ ଚକି ପେଷୁଥିବେ; ଜଣକୁ ଗ୍ରହଣ କରି ନିଆଯିବ, ଆଉ ଅନ୍ୟ ଜଣକ ପରିତ୍ୟକ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ

35 ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:35

Následuj nás:

Reklamy


Reklamy