ଲୂକ ଲିଖିତ ସୁସମାଚାର 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର। Viz kapitolaଓଡିଆ ବାଇବେଲ16 କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ଯୀଶୁ ଶିଶୁମାନଙ୍କୁ ତାଙ୍କ ନିକଟକୁ ଡ଼ାକି କହିଲେ, “ଶିଶୁମାନଙ୍କୁ ମୋ’ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ, କାରଣ ଈଶ୍ୱରଙ୍କ ରାଜ୍ୟ ଏହିପରି ଲୋକମାନଙ୍କର। Viz kapitolaପବିତ୍ର ବାଇବଲ16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। Viz kapitola |