Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍, ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

19 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଯୀଶୁ ତାକୁ ପଚାରିଲେ, “ତୁମେ କାହିଁକି ମୋତେ ସତ୍ ବୋଲି କହୁଛ? ଈଶ୍ୱରଙ୍କ ଛଡ଼ା ଆଉ କେହି ସତ୍ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ

19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:19

Následuj nás:

Reklamy


Reklamy