ଲୂକ ଲିଖିତ ସୁସମାଚାର 18:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaପବିତ୍ର ବାଇବଲ (Re-edited) - (BSI)31 ପରେ ସେ ଦ୍ଵାଦଶଙ୍କୁ ଅନ୍ତର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ଭାବବାଦୀମାନଙ୍କ ଦ୍ଵାରା ଯେସମସ୍ତ ବିଷୟ ଲିଖିତ ଅଛି, ସେସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaଓଡିଆ ବାଇବେଲ31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaପବିତ୍ର ବାଇବଲ (CL) NT (BSI)31 ଯୀଶୁ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକି ନେଇ କହିଲେ, “ଶୁଣ! ଆମେ ଯିରୂଶାଲମକୁ ଯାଉଛୁ, ସେଠାରେ ଭାବବାଦୀମାନେ ମନୁଷ୍ୟପୁତ୍ରଙ୍କ ବିଷୟରେ ଲେଖାଥିବା ପ୍ରତ୍ୟେକ ବିଷୟ ସଫଳ ହେବ। Viz kapitolaପବିତ୍ର ବାଇବଲ31 ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟଦ୍ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ। Viz kapitola |