Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ସେମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି ଯାହା ଯାହା କୁହାଯାଉଥିଲା, ସେସବୁ ସେମାନେ ବୁଝୁ ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

34 କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 କିନ୍ତୁ ଶିଷ୍ୟମାନେ ସେ ସବୁ କଥା ବୁଝି ପାରିଲେ ନାହିଁ; କଥାଗୁଡ଼ିକର ଅର୍ଥ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା ଏବଂ ଯୀଶୁ କେଉଁ ବିଷୟ କହୁଥିଲେ, ସେମାନେ ବୁଝି ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

34 ପ୍ରେରିତମାନେ ଏ କଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସେମାନେ ବୁଝି ପାରିଲେ ନାହିଁ। ଏ କଥାର ଅର୍ଥ ସେମାନଙ୍କ ପାଖରେ ଗୁପ୍ତ ରହିଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:34

Následuj nás:

Reklamy


Reklamy