ଲୂକ ଲିଖିତ ସୁସମାଚାର 18:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ପଥପାର୍ଶ୍ଵରେ ବସି ଭିକ୍ଷା କରୁଥିଲା। Viz kapitolaଓଡିଆ ବାଇବେଲ35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)35 ଯୀଶୁ ଯିରୀହୋର ନିକଟବର୍ତ୍ତୀ ହେବାବେଳେ ରାସ୍ତା କଡ଼ରେ ଜଣେ ଅନ୍ଧ ବସି ଭିକ ମାଗୁଥିଲା। Viz kapitolaପବିତ୍ର ବାଇବଲ35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା। Viz kapitola |