Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେଥିରେ ସେ ଉଚ୍ଚ ସ୍ଵରରେ କହିଲା, ହେ ଯୀଶୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ସେ ଚିକ୍ରାର କରି କହିଲା, “ହେ ଦାଉଦ ସନ୍ତାନ ଯୀଶୁ! ମୋତେ ଦୟା କର!”

Viz kapitola kopírovat

ପବିତ୍ର ବାଇବଲ

38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:38

Následuj nás:

Reklamy


Reklamy