Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।

Viz kapitola kopírovat

ଓଡିଆ ବାଇବେଲ

5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ତଥାପି ଏହି ବିଧବାଟି ମୋତେ ହଇରାଣ କରୁ ଥିବାରୁ ମୁଁ ତା’ ପ୍ରତି ହୋଇଥିବା ଅନ୍ୟାୟର ପ୍ରତିକାର କରିବି। ତା’ ନ ହେଲେ ସେ ବାରମ୍ବାର ଆସି ମୋତେ ବ୍ୟତିବ୍ୟସ୍ତ କରଥିବ’।”

Viz kapitola kopírovat

ପବିତ୍ର ବାଇବଲ

5 କିନ୍ତୁ ଏହି ସ୍ତ୍ରୀଲୋକଟି ମୋତେ ସବୁବେଳେ ବ୍ୟସ୍ତ କରି ପକାଉଛି। ମୁଁ ତାକୁ ନ୍ୟାୟ ଅଧିକାର ଦେଇଦେଲେ ସେ ମୋ’ ପିଛା ଛାଡ଼ିଦେବ। ନଚେତ ସେ ମୋତେ ହଇକାଣ କରୁଥିବ।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:5

Následuj nás:

Reklamy


Reklamy