ଲୂକ ଲିଖିତ ସୁସମାଚାର 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? Viz kapitolaଓଡିଆ ବାଇବେଲ7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)7 ଯେଉଁମାନେ ସବୁବେଳେ ସାହାଯ୍ୟ ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା ନିବେଦନ କରନ୍ତି, ଈଶ୍ୱର ତାଙ୍କର ସେହି ନିଜ ଲୋକମାନଙ୍କ ସପକ୍ଷରେ କ’ଣ ବିଚାର କରିବେ ନାହିଁ? Viz kapitolaପବିତ୍ର ବାଇବଲ7 ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ। Viz kapitola |