ଲୂକ ଲିଖିତ ସୁସମାଚାର 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ଵାସ ଦେଖିବେ? Viz kapitolaଓଡିଆ ବାଇବେଲ8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ? Viz kapitolaପବିତ୍ର ବାଇବଲ (CL) NT (BSI)8 ମୁଁ କହୁଛି, ସେ ସେମାନଙ୍କ ସପକ୍ଷରେ ବିଚାର କରିବେ ଓ ଶୀଘ୍ର କରିବେ। କିନ୍ତୁ ମନୁଷ୍ୟପୁତ୍ର ଆସିବା ସମୟରେ ଏହି ପୃଥିବୀରେ କାହାରିଠାରେ ବିଶ୍ୱସ୍ତତା ଦେଖିବେ କି?” Viz kapitolaପବିତ୍ର ବାଇବଲ8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?” Viz kapitola |