ଲୂକ ଲିଖିତ ସୁସମାଚାର 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ଵରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ। Viz kapitolaଓଡିଆ ବାଇବେଲ11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ଯିରୂଶାଲମର ନିକଟବର୍ତ୍ତୀ ହେବା ସମୟରେ ଯୀଶୁ ତାଙ୍କ କଥା ଶୁଣି ତାଙ୍କ ସାଙ୍ଗରେ ଯାଉଥିବା ଲୋକମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ। ସେହି ଲୋକମାନେ ଭାବୁଥିଲେ ଯେ, ଈଶ୍ୱରଙ୍କ ରାଜ୍ୟ ଶୀଘ୍ର ପ୍ରତିଷ୍ଠିତ ହେବାକୁ ଯାଉଛି। Viz kapitolaପବିତ୍ର ବାଇବଲ11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ। Viz kapitola |