ଲୂକ ଲିଖିତ ସୁସମାଚାର 19:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ? Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ? Viz kapitolaଓଡିଆ ବାଇବେଲ33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)33 ସେମାନେ ଗଧ ଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକ ସେମାନଙ୍କୁ ପଚାରିଲେ, “କାହିଁକି ଏହାକୁ ଫିଟାଉଛ?” Viz kapitolaପବିତ୍ର ବାଇବଲ33 ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?” Viz kapitola |