ଲୂକ ଲିଖିତ ସୁସମାଚାର 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଣୁ ସେ ଆଗକୁ ଦୌଡ଼ିଯାଇ ତାହାଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା। Viz kapitolaଓଡିଆ ବାଇବେଲ4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)4 ତେଣୁ ସେ ଆଗକୁ ଦୌଡ଼ି ଯାଇ ଯୀଶୁଙ୍କୁ ଦେଖିବା ପାଇଁ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲା, କାରଣ ସେହି ବାଟ ଦେଇ ଯୀଶୁଙ୍କର ଯିବାର ଥିଲା। Viz kapitolaପବିତ୍ର ବାଇବଲ4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ। Viz kapitola |