ଲୂକ ଲିଖିତ ସୁସମାଚାର 19:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ। Viz kapitolaଓଡିଆ ବାଇବେଲ40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)40 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଯଦି ସେମାନେ ତୁନି ହେବେ, ତା’ହେଲେ ପଥରଗୁଡ଼ା ଚିକ୍ରାର କରି ଉଠିବେ।” Viz kapitolaପବିତ୍ର ବାଇବଲ40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।” Viz kapitola |