Online Bible

- Reklamy -




ଲୂକ ଲିଖିତ ସୁସମାଚାର 19:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ଯେଣୁ ତୋʼ ଉପରେ କୃପାଦୃଷ୍ଟିର ସମୟ ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,

Viz kapitola kopírovat

ଓଡିଆ ବାଇବେଲ

43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ସମୟ ଆସିବ, ଯେତେବେଳେ ମୋର ଶତ୍ରୁମାନେ ଚାରିପଟେ ବନ୍ଧ ବାନ୍ଧି ତୋତେ ଅବରୋଧ କରିବେ ଓ ଚାରିଆଡ଼ୁ ତୋ’ ଉପରକୁ ମାଡ଼ି ଆସିବେ।

Viz kapitola kopírovat

ପବିତ୍ର ବାଇବଲ

43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 19:43

Následuj nás:

Reklamy


Reklamy