ଲୂକ ଲିଖିତ ସୁସମାଚାର 19:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ। Viz kapitolaଓଡିଆ ବାଇବେଲ48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)48 କିନ୍ତୁ ସେମାନେ ତାହା କରିବା ପାଇଁ କୌଣସି ଅବକାଶ ପାଇଲେ ନାହିଁ, କାରଣ ଲୋକମାନେ ତାଙ୍କ ଶିକ୍ଷାର ପ୍ରତ୍ୟେକ ଶବ୍ଦକୁ ମନ ଦେଇ ଶୁଣୁଥିଲେ। Viz kapitolaପବିତ୍ର ବାଇବଲ48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ। Viz kapitola |