ଲୂକ ଲିଖିତ ସୁସମାଚାର 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; Viz kapitolaଓଡିଆ ବାଇବେଲ9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ; Viz kapitolaପବିତ୍ର ବାଇବଲ (CL) NT (BSI)9 ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର। Viz kapitolaପବିତ୍ର ବାଇବଲ9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। Viz kapitola |