ଲୂକ ଲିଖିତ ସୁସମାଚାର 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପ୍ରଭୁଙ୍କ ଅଭିଷିକ୍ତଙ୍କର ଦର୍ଶନ ନ ପାଇଲେ ତାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ଵାରା ତାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। Viz kapitolaଓଡିଆ ବାଇବେଲ26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)26 ପ୍ରଭୁଙ୍କ ପ୍ରତିଶ୍ରୁତି ଅନୁସାରେ ମସୀହଙ୍କ ଆବିର୍ଭାବ ପର୍ଯ୍ୟନ୍ତ ସେ ମୃତ୍ୟୁବରଣ କରିବେ ନାହିଁ ବୋଲି ପବିତ୍ର ଆତ୍ମାଙ୍କଠାରୁ ନିଶ୍ଚିତ ଭରସା ପାଇଥିଲେ। Viz kapitolaପବିତ୍ର ବାଇବଲ26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। Viz kapitola |