ଲୂକ ଲିଖିତ ସୁସମାଚାର 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, Viz kapitolaଓଡିଆ ବାଇବେଲ27 ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, Viz kapitolaପବିତ୍ର ବାଇବଲ (CL) NT (BSI)27 ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଶିମିୟୋନ୍ ମନ୍ଦିରକୁ ଗଲେ। ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ, ତାହା କରିବା ପାଇଁ ପିତାମାତା ଯେତେବେଳେ ଶିଶୁ ଯୀଶୁଙ୍କୁ ମନ୍ଦିର ଭିତରକୁ ଆଣିଲେ, Viz kapitolaପବିତ୍ର ବାଇବଲ27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ। Viz kapitola |