ଲୂକ ଲିଖିତ ସୁସମାଚାର 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ସେମାନେ ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ? Viz kapitolaଓଡିଆ ବାଇବେଲ15 ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ? Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ସେମାନେ ତାକୁ ବାହାରକୁ ଟାଣି ନେଇ ହତ୍ୟା କଲେ। ଯୀଶୁ ପଚାରିଲେ, “ତା’ହେଲେ ଦ୍ରାକ୍ଷା କ୍ଷେତର ମାଲିକ ସେହି ଚାଷୀମାନଙ୍କୁ କ’ଣ କରିବେ? Viz kapitolaପବିତ୍ର ବାଇବଲ15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ। “ଏବେ ଜମିମାଲିକ କ’ଣ କରିବ? Viz kapitola |