ଲୂକ ଲିଖିତ ସୁସମାଚାର 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେକେହି ସେହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ସେହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ। Viz kapitolaଓଡିଆ ବାଇବେଲ18 ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)18 ଯେଉଁମାନେ ସେହି ପଥର ଉପରେ ପଡ଼ିବେ, ସେମାନେ ଖଣ୍ଡ ବିଖଣ୍ଡ ହୋଇଯିବେ, ଆଉ ସେ ପଥର ଯାହା ଉପରେ ପଡ଼ିବ, ସେ ଚୂର୍ଣ୍ଣବିଚୂର୍ଣ୍ଣ ହେବ।” Viz kapitolaପବିତ୍ର ବାଇବଲ18 ଯେଉଁ ଲୋକ ସେହି ପଥର ଉପରେ ଖସି ପଡ଼ିବ, ତା'ର ହାଡ ଗୋଡ଼ ଭାଙ୍ଗିଯିବ। କିନ୍ତୁ ସେହି ପଥର ଯାହା ଉପରେ ପଡ଼ିବ, ତାହା ତାକୁ ଚୁର୍ମାର୍ କରିଦେବ।” Viz kapitola |