ଲୂକ ଲିଖିତ ସୁସମାଚାର 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ସେ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ତାରରେ ଆପଣା ଆପଣା ଦାନ ପକାଉଥିବା ଦେଖିଲେ। Viz kapitolaଓଡିଆ ବାଇବେଲ1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ଚାରି ଆଡ଼କୁ ଚାହିଁ ଧନୀ ଲୋକମାନଙ୍କୁ ମନ୍ଦିରର ଦାନ ସଂଗ୍ରହ ବାକ୍ସରେ ଦାନ ପକାଉ ଥିବାର ଦେଖିଲେ, Viz kapitolaପବିତ୍ର ବାଇବଲ1 ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି। Viz kapitola |