Online Bible

- Reklamy -




ଲୂକ ଲିଖିତ ସୁସମାଚାର 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତଙ୍କ ଦ୍ଵାରା ପରିବେଷ୍ଟିତ ଦେଖିବ, ସେତେବେଳେ ତାହା ଉତ୍ସନ୍ନ ହେବା ଯେ ସନ୍ନିକଟ, ଏହା ଜାଣ।

Viz kapitola kopírovat

ଓଡିଆ ବାଇବେଲ

20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଯେତେବେଳେ ତୁମ୍ଭେମାନେ ଯିରୂଶାଲମକୁ ସୈନ୍ୟମାନଙ୍କ ଦ୍ୱାରା ପରିବେଷ୍ଟିତ ହେବା ଦେଖିବ, ସେତେବେଳେ ତୁମ୍ଭେମାନେ ଜାଣିବ ଯେ ତାହା ଶୀଘ୍ର ଧ୍ୱଂସ ପାଇବ।

Viz kapitola kopírovat

ପବିତ୍ର ବାଇବଲ

20 “ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 21:20

Následuj nás:

Reklamy


Reklamy