ଲୂକ ଲିଖିତ ସୁସମାଚାର 21:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇ ଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ପଲ୍ଲୀଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; Viz kapitolaଓଡିଆ ବାଇବେଲ21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; Viz kapitolaପବିତ୍ର ବାଇବଲ (CL) NT (BSI)21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥିବେ, ସେମାନେ ପାହାଡ଼ମାନଙ୍କୁ ଦୌଡ଼ି ଯାଆନ୍ତୁ, ଯେଉଁମାନେ ନଗରରେ ଥିବେ, ସେମାନେ ଅନ୍ୟତ୍ର ଚାଲିଯାନ୍ତୁ ଓ ଯେଉଁମାନେ ପଲ୍ଲୀ ଅଞ୍ଚଳରେ ଥିବେ, ଆଉ ସହରକୁ ଫେରି ନ ଆସନ୍ତୁ। Viz kapitolaପବିତ୍ର ବାଇବଲ21 ସେତେବେଳେ ଯିହୂଦାର ଲୋକେ ପର୍ବତ ଆଡ଼କୁ ପଳାଇଯିବା ଉଚିତ୍। ଯିରୁଶାଲମ ନଗର ଭିତରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡ଼ି ଗ୍ଭଲିଯିବା ଉଚିତ୍। ଜଣେ ଯଦି ନଗର ବାହାରେ ଥିବ, ତେବେ ସେ ନଗର ଭିତରକୁ ଯିବା ଉଚିତ୍ ନୁହେଁ। Viz kapitola |