ଲୂକ ଲିଖିତ ସୁସମାଚାର 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Viz kapitolaଓଡିଆ ବାଇବେଲ23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, Viz kapitolaପବିତ୍ର ବାଇବଲ (CL) NT (BSI)23 ସେହି ଦିନଗୁଡ଼ିକରେ ଗର୍ଭବତୀ ସ୍ତ୍ରୀ ଓ ସ୍ତନ୍ୟଦାତ୍ରୀ ମାତାମାନଙ୍କର ଅବସ୍ଥା କି ଶୋଚନୀୟ ହେବ। ଏହି ଦେଶର ଲୋକମାନଙ୍କ ଉପରେ ଭୟଙ୍କର ଦୁଃଖ ଆସିବ ଓ ସେମାନେ ଦଣ୍ଡ ଭୋଗ କରିବେ। Viz kapitolaପବିତ୍ର ବାଇବଲ23 ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ। Viz kapitola |