ଲୂକ ଲିଖିତ ସୁସମାଚାର 21:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେତେବେଳେ ସେଗୁଡ଼ିକ ପଲ୍ଳବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; Viz kapitolaଓଡିଆ ବାଇବେଲ30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; Viz kapitolaପବିତ୍ର ବାଇବଲ (CL) NT (BSI)30 ଯେତେବେଳେ ସେମାନଙ୍କଠାରେ ପତ୍ର କଅଁଳିବା ଆରମ୍ଭ ହୁଏ, ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ। Viz kapitolaପବିତ୍ର ବାଇବଲ30 ସେଗୁଡ଼ିକରେ ଯେତେବେଳେ ନୂଆ ପତ୍ର କଅଁଳେ, ତୁମ୍ଭେମାନେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି। Viz kapitola |