ଲୂକ ଲିଖିତ ସୁସମାଚାର 21:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। Viz kapitolaଓଡିଆ ବାଇବେଲ32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)32 “ମନେରଖ, ବର୍ତ୍ତମାନ ଜୀବିତ ଥିବା ସମସ୍ତ ଲୋକଙ୍କର ମୃତ୍ୟୁ ପୂର୍ବର ଏସବୁ ବିଷୟ ଘଟିବ। Viz kapitolaପବିତ୍ର ବାଇବଲ32 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ। Viz kapitola |