ଲୂକ ଲିଖିତ ସୁସମାଚାର 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସେମାନେ ଯାଇ, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ13 ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ଯାଇ ଯୀଶୁ ସେମାନଙ୍କୁ କହିବା ଅନୁସାରେ ସମସ୍ତ ବିଷୟ ଦେଖିଲେ ଓ ସେଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ13 ପିତର ଓ ଯୋହନ ବାହାରି ଗଲେ। ଯୀଶୁ ଯେଭଳି କହିଥିଲେ, ସବୁ ଘଟଣା ସେହିଭଳି ଘଟିଲା। ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ। Viz kapitola |