ଲୂକ ଲିଖିତ ସୁସମାଚାର 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ସେ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ। Viz kapitolaଓଡିଆ ବାଇବେଲ14 ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯେତେବେଳେ ନିର୍ଦ୍ଦିଷ୍ଟ ସମୟ ଆସିଲା, ଯୀଶୁ ତାଙ୍କର ପ୍ରେରିତ ଶିଷ୍ୟମାନଙ୍କ ସହିତ ମେଜ ନିକଟରେ ତାଙ୍କ ଆସନ ଗ୍ରହଣ କଲେ। Viz kapitolaପବିତ୍ର ବାଇବଲ14 ସେମାନେ ନିସ୍ତାରପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ରେରିତମାନେ ଖାଇ ବସିଲେ। Viz kapitola |