ଲୂକ ଲିଖିତ ସୁସମାଚାର 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ। Viz kapitolaଓଡିଆ ବାଇବେଲ20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ । Viz kapitolaପବିତ୍ର ବାଇବଲ (CL) NT (BSI)20 ସେହିପରି ଭୋଜନ ପରେ ସେ ସେମାନଙ୍କୁ ପାନପାତ୍ର ଦେଇ କହିଲେ: “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ମୋର ରକ୍ତରେ ମୁଦ୍ରାଙ୍କିତ ଈଶ୍ୱରଙ୍କର ନୂତନ ନିୟମ। Viz kapitolaପବିତ୍ର ବାଇବଲ20 ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।” Viz kapitola |