ଲୂକ ଲିଖିତ ସୁସମାଚାର 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଛି, ଏ ବିଷୟରେ ସେମାନେ ପରସ୍ପରକୁ ପଚାରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ23 ତା'ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?” Viz kapitola |