ଲୂକ ଲିଖିତ ସୁସମାଚାର 22:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି। Viz kapitolaଓଡିଆ ବାଇବେଲ33 ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)33 ପିତର ଉତ୍ତର ଦେଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ ବନ୍ଦୀଶାଳାକୁ ଯିବା ପାଇଁ ଓ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ।” Viz kapitolaପବିତ୍ର ବାଇବଲ33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।” Viz kapitola |